ବିଜେଡ଼ି ରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ । ଜନ ବିରୋଧୀ କାର୍ଯ୍ୟ ରେ ସମ୍ପୃକ୍ତ ଥିବାରୁ ବିଜେଡ଼ି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାହାଇଛି ।


ବହୁକୋଟି ଟଙ୍କାର ଆୟ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ଭିଜଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ପ୍ରଦୀପ ପାଣିଗ୍ରାହୀ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ସହ ବନ୍ଧୁ ବାନ୍ଧିବାକୁ ଯାଉଥିଲେ। ପାଠକ ବାପା ଓ ପୁଅଙ୍କ ସହ ସମ୍ପର୍କକୁ ନେଇ ବିିବାଦରେ ଥିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ।
ଏହି ସବୁ କାରଣ ଯୋଗୁ ।
ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି ।