ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା

ବାଜିଲା ବିଗୁଲ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା

କୋରନା କଟକଣା ମଧ୍ୟରେ କିପରି ହେବ ନିର୍ବାଚନ କଣ ସବୁ ରହିଛି ନିୟମ ,

ଭୋଟ ଗ୍ରହଣ ସରିଲେ ବ୍ଲକ ସ୍ତରରେ ହେବ ଭୋଟ ଗଣତି

ସକାଳ ୭ଟାରୁ ଦିନ ୧ଟା ପଯର୍ୟନ୍ତ ଭୋଟ ଗ୍ରହଣ କରାଯିବ

ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି

ଭୋଟ ଗ୍ରହଣ ସରିଲେ ବ୍ଲକ ସ୍ତରରେ ହେବ ଭୋଟ ଗଣତି

ସକାଳ ୭ଟାରୁ ଦିନ ୧ଟା ପଯର୍ୟନ୍ତ ଭୋଟ ଗ୍ରହଣ କରାଯିବ

ପ୍ରଚାର ପାଇଁ ପଥପ୍ରାନ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ

ସାଧାରଣ ସଭା ବା କୌଣସି ପ୍ରକାର ସମାବେଶକୁ ଅନୁମତି ନାହିଁ

ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀମାନେ ଘରକୁ ଘର ପ୍ରଚାର କରିପାରିବେ

ଡବଲ ଡୋଜ୍ ଟିକା ବା RTPCR ଟେଷ୍ଟ କରିଥିବା ବ୍ୟକ୍ତି ଗଣତି କେନ୍ଦ୍ରକୁ ଅନୁମତି

୫ଟି ପଯର୍ୟାୟରେ ହେବ ପଞ୍ଚାୟତ ଭୋଟ ଗ୍ରହଣ

ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ

ଫେବ୍ରୁଆରୀ ୨୬, ୨୭, ୨୮ରେ ହେବ ଭୋଟ ଗଣତି

ମାର୍ଚ୍ଚ ୧୧ରେ ହେବ ନାଏବ ସରପଞ୍ଚ ନିର୍ବାଚନ

ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ୨୩ରେ ଉପାଧ୍ୟକ୍ଷ ନିର୍ବାଚନ

ମାର୍ଚ୍ଚ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ୨୫ରେ ଉପାଧ୍ୟକ୍ଷ ନିର୍ବାଚନ

ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ