ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ଧିନୀ ଦିଆନ କୋରୋନା ପଜିଟିଭ । ଏନେଇ ନିଜେ ସୂଚନା ଦେଲେ ମନ୍ତ୍ରୀ । ମନ୍ତ୍ରୀ ବର୍ଭମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି । କରୋନାରେ ସଂକ୍ରମିତ ହେବାପରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି ।
